
ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ୮୦ ତମ ସ୍ୱାଧୀନତା ଦିବସ ପାଳିତ
ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ କଂଗ୍ରେସ ଭବନ ଠାରେ ୮୦ତମ ପବିତ୍ର ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ସକାଳେ ପ୍ରଦେଶ କଂଗ୍ରେସ କମିଟି ସଭାପତି ଶ୍ରୀ ଭକ୍ତ ଚରଣ ଦାସ ଜାତୀୟ ପତାକା ଉତୋଳନ କରି ଉପସ୍ଥିତ କଂଗ୍ରେସ ନେତୃବୃନ୍ଦ ଓ କର୍ମୀମାନଙ୍କୁ ଉଦ୍ବୋଧନ ଦେଇ କହିଲେ ଯେ ଆମେ ପ୍ରତ୍ୟେକ ଭାରତବାସୀ ତ୍ରିରଙ୍ଗା ପତାକାକୁ ସର୍ବୋଚ୍ଚ ସମାନ ଦେବା ଉଚିତ।
FM Bharat • 8/15/2026







































