ଆସନ୍ତା ସେପ୍ଟେମ୍ବର ୨୨ ତାରିଖରୁ ବିଧାନସଭା ମୌସୁମୀ ଅଧିବେଶନ ଆରମ୍ଭ ହେବାକୁ ଯାଉଛି। ଅକ୍ଟୋବର ୩ ଯାଏଁ ଚାଲିବାକୁ ଥିବା ଏହି ମୌସୁମୀ ଅଧିବେଶନ ରେ ମୋଟ୯ଟି କାର୍ଯ୍ୟ ଦିବସ ରହିଛି । ସେଥିମଧ୍ୟରୁ ୮ଟି ସରକାରୀ ଓ ଗୋଟିଏ ବେସରକାରୀ ଦିବସ ରହିଛି। ଏନେଇ ବିଧାନସଭା ସଚିବାଳୟ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି।
Regional





