ଭୁବନେଶ୍ୱର- ସ୍କୁଲ୍କୁ ସଂଶୋଧିତ ପୁସ୍ତକ ଦିଆଯିବ । ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ, ପ୍ରତ୍ୟାହାର ହେବନି ତ୍ରୁଟିପୂର୍ଣ୍ଣ ବହି ।ସ୍କୁଲକୁ ଦିଆଯିବ ସଂଶୋଧିତ ପୁସ୍ତକ । ବହି ତ୍ରୁଟି ତଦନ୍ତରେ ଅବହେଳା କରିଥିବା ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ହୋଇଛି । ସ୍କୁଲ୍ରେ ଠିକ୍ ଭାବରେ ପଢ଼ାଯିବା ନେଇ ସଂଶୋଧିତ ବହି ବ୍ୟବହାର ହେବ । ସଂଶୋଧିତ ବହି ଡିଇଓକିମ୍ବା ପ୍ରଧାନ ଶିକ୍ଷକଙ୍କ ଜରିଆରେ ଦିଆଯିବ ।
ସ୍କୁଲସଂଶୋଧିତ ପୁସ୍ତକବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ





